17 ମାତ୍ର ସେ ଚେତନା ପାଇ କହିଲା, ମୋହର ବାପାଙ୍କ କେତେ ମୂଲିଆଙ୍କର ଖାଦ୍ୟ ବଳିପଡ଼ୁଅଛି, କିନ୍ତୁ ମୁଁ ଏଠାରେ ଭୋକରେ ମରୁଅଛି। 18 ମୁଁ ଉଠି ମୋହର ବାପାଙ୍କ ପାଖକୁ ଯିବି ଓ ତାହାଙ୍କୁ କହିବି, ବାପା, ଈଶ୍ବରଙ୍କ ବିରୁଦ୍ଧରେ ଓ ତୁମ୍ଭ ଦୃଷ୍ଟିରେ ମୁଁ ପାପ କଲି;
Publicidade

+581 estão orando agora.
Junte-se à corrente de oração.