4 "ତୁମ୍ଭମାନଙ୍କ ମଧ୍ୟରେ ଏପରି କେଉଁ ଲୋକ ଅଛି ଯେ, ତାହାର ଯଦି ଶହେ ମେଣ୍ଢା ଥାଏ, ଆଉ ସେମାନଙ୍କ ମଧ୍ୟରୁ ଗୋଟିଏ ହଜିଯାଏ, ତେବେ ସେ ଅନେଶତକୁ ପ୍ରାନ୍ତରରେ ଛାଡ଼ି ସେହି ହଜିଥିବା ମେଣ୍ଢାଟି ନ ପାଇବା ପର୍ଯ୍ୟନ୍ତ ତାହାକୁ ଖୋଜେ ନାହିଁ? 5 ପୁଣି, ପାଇଲେ ସେ ତାହାକୁ ଆନନ୍ଦରେ କାନ୍ଧେଇ ଘରକୁ ଘେନି ଆସେ,