ହଜିଲା ମୁଦ୍ରାର ଦୃଷ୍ଟାନ୍ତ
8 "ଅଥବା ଏପରି କେଉଁ ସ୍ତ୍ରୀଲୋକ ଅଛି ଯେ, ତାହାର ଯଦି ଦଶଟି ରୌପ୍ୟ-ମୁଦ୍ରା ଥାଏ, ଆଉ ସେଥିରୁ ଗୋଟିଏ ହଜିଯାଏ, ତେବେ ସେ ଦୀପ ଜାଳି ଘର ଝାଡ଼ି ତାହା ନ ପାଇବା ପର୍ଯ୍ୟନ୍ତ ଯତ୍ନରେ ଖୋଜେ ନାହିଁ?

+581 estão orando agora.
Junte-se à corrente de oração.