10 ସେଥିରେ ଦୂତ ସେମାନଙ୍କୁ କହିଲେ, ଭୟ କର ନାହିଁ; ଦେଖ, ମୁଁ ସମସ୍ତ ଲୋକଙ୍କର ଅତ୍ୟନ୍ତ ଆନନ୍ଦଜନକ ସୁସମାଚାର ତୁମ୍ଭମାନଙ୍କୁ ଜଣାଉଅଛି, 11 କାରଣ ଆଜି ଦାଉଦଙ୍କ ନଗରରେ ତୁମ୍ଭମାନଙ୍କ ନିମନ୍ତେ ତ୍ରାଣକର୍ତ୍ତା ଜନ୍ମଗ୍ରହଣ କରିଅଛନ୍ତି, ସେ ଖ୍ରୀଷ୍ଟ ପ୍ରଭୁ।