13 ପୁଣି, ହଠାତ୍ ସେହି ଦୂତଙ୍କ ସାଙ୍ଗରେ ସ୍ୱର୍ଗୀୟ ବାହିନୀର ଗୋଟିଏ ବୃହତ ଦଳ ଉପସ୍ଥିତ ହୋଇ ଈଶ୍ବରଙ୍କ ପ୍ରଶଂସା କରୁ କରୁ କହିଲେ,
14 "ଊର୍ଦ୍ଧ୍ୱଲୋକରେ ଈଶ୍ବରଙ୍କ ମହିମା,
ପୁଣି, ପୃଥିବୀରେ ତାହାଙ୍କ ସନ୍ତୋଷପାତ୍ର ମନୁଷ୍ୟମାନଙ୍କ ମଧ୍ୟରେ ଶାନ୍ତି।"

+581 estão orando agora.
Junte-se à corrente de oração.