34 ଆଉ, ଶିମିୟୋନ ସେମାନଙ୍କୁ ଆଶୀର୍ବାଦ କରି ତାହାଙ୍କ ମାତା ମରୀୟମଙ୍କୁ କହିଲେ, ଦେଖ, ଯେପରି ଅନେକଙ୍କ ହୃଦୟର ଭାବନା ପ୍ରକାଶିତ ହୁଏ, 35 ସେଥିପାଇଁ ଏହି ଶିଶୁ ଇସ୍ରାଏଲ ମଧ୍ୟରେ ଅନେକଙ୍କ ପତନ ଓ ଉତ୍ଥାନ ନିମନ୍ତେ ଏବଂ ଯାହା ବିରୁଦ୍ଧରେ କଥା କୁହାଯିବ, ଏପରି ଚିହ୍ନ ହେବା ନିମନ୍ତେ ନିରୂପିତ, ପୁଣି, ତୁମ୍ଭ ନିଜ ପ୍ରାଣକୁ ମଧ୍ୟ ଖଡ୍ଗ ବିଦ୍ଧ କରିବ।
Publicidade