Pular para o conteúdo
Publicidade

ଲୂକ 2:36,37

36 ଆଉ ହାନ୍ନା ନାମ୍ନୀ ଜଣେ ଭାବବାଦିନୀ ଥିଲେ; ସେ ଆଶେର ବଂଶଜ ଫିନୂୟେଲଙ୍କ କନ୍ୟା। ତାହାଙ୍କର ଅନେକ ବୟସ ହୋଇଥିଲା; ସେ କୁମାରୀ ଅବସ୍ଥା ପରେ ସାତ ବର୍ଷ ସ୍ୱାମୀଙ୍କ ସହିତ ବାସ କରିଥିଲେ ଓ ଚଊରାଅଶୀ ବର୍ଷ ପର୍ଯ୍ୟନ୍ତ ବିଧବା ହୋଇ ରହିଥିଲେ। 37 ସେ ମନ୍ଦିର ନ ଛାଡ଼ି ଉପବାସ ଓ ନିବେଦନ ସହ ଦିନରାତି ଉପାସନା କରୁଥିଲେ।

Estes versículos te tocaram? Ore agora!

+581 estão orando agora.

Junte-se à corrente de oração.