4 ପୁଣି, ଯୋଷେଫ ମଧ୍ୟ ନାମ ଲେଖାଇବା ନିମନ୍ତେ ମରୀୟମଙ୍କ ସହିତ ଗାଲିଲୀର ନାଜରିତ ନଗରରୁ ଯିହୂଦିୟା ପ୍ରଦେଶର ବେଥଲିହିମ ନାମକ ଦାଉଦଙ୍କ ନଗରକୁ ଗଲେ, କାରଣ ସେ ଦାଉଦଙ୍କ ବଂଶ ଓ ଗୋଷ୍ଠୀର ଲୋକ ଥିଲେ; 5 ତାହାଙ୍କ ସହିତ ମରୀୟମଙ୍କ ବିବାହ ନିର୍ବନ୍ଧ ହୋଇଥିଲା ଓ ସେ ଗର୍ଭବତୀ ଥିଲେ।
Publicidade

+581 estão orando agora.
Junte-se à corrente de oração.