22 କାଇସରଙ୍କୁ କର ଦେବା ଆମ୍ଭମାନଙ୍କର ବିଧିସଙ୍ଗତ କି ନୁହେଁ?
23 କିନ୍ତୁ ଯୀଶୁ ସେମାନଙ୍କ ଚତୁରତା ବୁଝି ସେମାନଙ୍କୁ କହିଲେ, "ମୋତେ ଗୋଟିଏ ମୁଦ୍ରା ଦେଖାଅ। 24 ଏଥିରେ କାହାର ମୂର୍ତ୍ତି ଓ ନାମ ଅଛି?" ସେମାନେ କହିଲେ, କାଇସରଙ୍କର।
25 ସେଥିରେ ସେ ସେମାନଙ୍କୁ କହିଲେ, ତେବେ ଯାହା କାଇସରଙ୍କର, ତାହା କାଇସରଙ୍କୁ ଦିଅ; ପୁଣି, ଯାହା ଈଶ୍ବରଙ୍କର, ତାହା ଈଶ୍ବରଙ୍କୁ ଦିଅ।