19 ପୁଣି, ସେ ରୁଟି ଘେନି ଧନ୍ୟବାଦ ଦେଲେ ଓ ତାହା ଭାଙ୍ଗି ସେମାନଙ୍କୁ ଦେଇ କହିଲେ, "ତୁମ୍ଭମାନଙ୍କ ନିମନ୍ତେ ଦତ୍ତ ହେଉଥିବା ମୋହର ଶରୀର ଏହି; ମୋତେ ସ୍ମରଣ କରିବା ନିମନ୍ତେ ଏହା କର।" 20 ଭୋଜନ ଉତ୍ତାରେ ସେହିପରି ସେ ପାନପାତ୍ର ଘେନି କହିଲେ, "ଏହି ପାନପାତ୍ର ତୁମ୍ଭମାନଙ୍କ ନିମନ୍ତେ ପାତିତ ହେଉଥିବା ମୋହର ରକ୍ତରେ ସ୍ଥାପିତ ନୂତନ ନିୟମ।
Publicidade