40 ସେହି ସ୍ଥାନରେ ଉପସ୍ଥିତ ହୋଇ ସେ ସେମାନଙ୍କୁ କହିଲେ, "ପରୀକ୍ଷାରେ ଯେପରି ନ ପଡ଼, ଏଥିପାଇଁ ପ୍ରାର୍ଥନା କର।"
46 ପୁଣି, ସେ ସେମାନଙ୍କୁ କହିଲେ, "କାହିଁକି ଶୋଉଅଛ? ପରୀକ୍ଷାରେ ଯେପରି ନ ପଡ଼, ଏଥିପାଇଁ ଉଠି ପ୍ରାର୍ଥନା କର।"
ଯୀଶୁ ଶତ୍ରୁ ହସ୍ତରେ ସମର୍ପିତ
(ମାଥିଉ 26:47-56; ମାର୍କ 14:43-50; ଯୋହନ 18:3-12)