50 ଆଉ ସେମାନଙ୍କ ମଧ୍ୟରୁ ଜଣେ ମହାଯାଜକଙ୍କ ଦାସକୁ ଖଣ୍ଡାରେ ଆଘାତ କରି ତାହାର ଡାହାଣ କାନ କାଟିପକାଇଲେ। 51 କିନ୍ତୁ ଯୀଶୁ ଉତ୍ତର ଦେଲେ, "ଏତିକି ସହିଥାଅ;" ପୁଣି, ସେ ତାହାର କାନ ଛୁଇଁ ତାହାକୁ ସୁସ୍ଥ କଲେ।