24 ପୁଣି, ସେମାନଙ୍କର ଦାବି ଅନୁସାରେ କରାଯାଉ ବୋଲି ପୀଲାତ ଆଦେଶ ଦେଲେ; 25 କିନ୍ତୁ ବିପ୍ଳବ ଓ ନରହତ୍ୟା ହେତୁ କାରାଗାରରେ ପକାଯାଇଥିବା ଯେଉଁ ଲୋକ ନିମନ୍ତେ ସେମାନେ ଦାବି କରିଥିଲେ, ତାହାକୁ ସେ ମୁକ୍ତ କରିଦେଲେ, ଆଉ ଯୀଶୁଙ୍କୁ ସେ ସେମାନଙ୍କ ଇଚ୍ଛାର ଅଧୀନରେ ସମର୍ପଣ କଲେ।
Publicidade

+581 estão orando agora.
Junte-se à corrente de oração.