ଶିଷ୍ୟମାନଙ୍କୁ ଯୀଶୁଙ୍କ ଦର୍ଶନ
36 କିନ୍ତୁ ସେମାନେ ଏହିସବୁ କଥା କହୁଥିବା ସମୟରେ ସେ ଆପେ ଏମାନଙ୍କ ମଧ୍ୟରେ ଉପସ୍ଥିତ ହେଲେ, ଏବଂ ସେମାନଙ୍କୁ କହିଲେ, "ତୁମ୍ଭମାନଙ୍କ ପ୍ରତି ଶାନ୍ତି ବର୍ତ୍ତୁ।"