ଯୀଶୁଙ୍କ ସ୍ୱର୍ଗାରୋହଣ
50 ତତ୍ପରେ ସେ ସେମାନଙ୍କୁ ବେଥନୀୟାକୁ ଯିବା ବାଟ ପର୍ଯ୍ୟନ୍ତ ଘେନିଗଲେ ଓ ଆପଣା ହାତ ତୋଳି ସେମାନଙ୍କୁ ଆଶୀର୍ବାଦ କଲେ। 51 ପୁଣି, ସେମାନଙ୍କୁ ଆଶୀର୍ବାଦ କରୁ କରୁ ସେ ସେମାନଙ୍କଠାରୁ ଅଲଗା ହୋଇ ସ୍ୱର୍ଗକୁ ନୀତ ହେଲେ।