33 କାରଣ ବାପ୍ତିଜକ ଯୋହନ ଆସି ରୁଟି ଖାଇଲେ ନାହିଁ ଓ ଦ୍ରାକ୍ଷାରସ ପିଇଲେ ନାହିଁ, ଆଉ ତୁମ୍ଭେମାନେ କହୁଅଛ, ‘ସେ ଭୂତଗ୍ରସ୍ତ।’ 34 ମନୁଷ୍ୟପୁତ୍ର ଆସି ଭୋଜନପାନ କରନ୍ତି, ଆଉ ତୁମ୍ଭେମାନେ କହୁଅଛ, ‘ଦେଖ, ଏ ଜଣେ ପେଟୁକ ଓ ମଦୁଆ, କରଗ୍ରାହୀ ଓ ପାପୀମାନଙ୍କର ବନ୍ଧୁ।’