43 ସେତେବେଳେ ବାର ବର୍ଷ ପର୍ଯ୍ୟନ୍ତ ପ୍ରଦର ରୋଗରେ ଜଣେ ସ୍ତ୍ରୀଲୋକ, ଯେ ସମସ୍ତ ପୁଞ୍ଜି ସୁସ୍ଥ ହେବା ପାଇଁ ବୈଦ୍ୟମାନଙ୍କଠାରେ ଖର୍ଚ୍ଚ କରିଥିଲା କିନ୍ତୁ ସୁସ୍ଥ ହୋଇପାରି ନ ଥିଲା, 44 ସେ ପଛଆଡ଼ୁ ଆସି ତାହାଙ୍କ ବସ୍ତ୍ରର ଝୁମ୍ପା ଛୁଇଁଲା, ଆଉ, ସେହିକ୍ଷଣି ତାହାର ରକ୍ତସ୍ରାବ ବନ୍ଦ ହେଲା।
Publicidade