ଯୀଶୁଙ୍କ ବାର ଶିଷ୍ୟଙ୍କୁ ପ୍ରେରଣ
1 ଇତିମଧ୍ୟରେ ଯୀଶୁ ବାର ଜଣ ଶିଷ୍ୟଙ୍କୁ ଡାକି ଏକତ୍ର କରି ସେମାନଙ୍କୁ ସମସ୍ତ ଭୂତ ଉପରେ ପୁଣି, ରୋଗ ଆରୋଗ୍ୟ କରିବା ନିମନ୍ତେ ଶକ୍ତି ଓ ଅଧିକାର ଦେଲେ। 2 ଆଉ ସେ ସେମାନଙ୍କୁ ଈଶ୍ବରଙ୍କ ରାଜ୍ୟ ଘୋଷଣା ଓ ରୋଗୀମାନଙ୍କୁ ସୁସ୍ଥ କରିବା ନିମନ୍ତେ ପଠାଇଲେ।