61 ଆଉ ଜଣେ ମଧ୍ୟ କହିଲେ, ପ୍ରଭୁ, ମୁଁ ଆପଣଙ୍କର ଅନୁଗମନ କରିବି, ମାତ୍ର ପ୍ରଥମେ ମୋହର ଗୃହରେ ଥିବା ଲୋକମାନଙ୍କଠାରୁ ବିଦାୟ ନେବା ନିମନ୍ତେ ମୋତେ ଅନୁମତି ଦିଅନ୍ତୁ। 62 କିନ୍ତୁ ଯୀଶୁ ତାହାଙ୍କୁ କହିଲେ, "ଯେ ଲଙ୍ଗଳରେ ହାତ ଦେଇ ପଛକୁ ଚାହେଁ, ସେ ଈଶ୍ବରଙ୍କ ରାଜ୍ୟର ଯୋଗ୍ୟ ନୁହେଁ।"
Publicidade

+581 estão orando agora.
Junte-se à corrente de oração.