19 ଉଠ, ରାତ୍ରିରେ, ପ୍ରତ୍ୟେକ ପ୍ରହରର ଆରମ୍ଭରେ ଆର୍ତ୍ତସ୍ୱର କର;
ପ୍ରଭୁଙ୍କ ସମ୍ମୁଖରେ ତୁମ୍ଭର ହୃଦୟ ଜଳ ପରି ଢାଳିଦିଅ;
ତୁମ୍ଭର ବାଳକ ବାଳିକାଗଣର ପ୍ରାଣରକ୍ଷାର୍ଥେ ତାହାଙ୍କ ଛାମୁରେ କୃତାଞ୍ଜଳି ହୁଅ, ସେମାନେ ପ୍ରତ୍ୟେକ ସଡ଼କର ମୁଣ୍ଡରେ କ୍ଷୁଧାରେ କ୍ଳାନ୍ତ ହେଉଅଛନ୍ତି।