Pular para o conteúdo
Publicidade

ବିଳାପ 3:21-26

21 ମୁଁ ଏହା ମନରେ ସ୍ମରଣ କରୁଥାଏ, ଏଥିପାଇଁ ମୋହର ଭରସା ଅଛି।

22 ସଦାପ୍ରଭୁଙ୍କର ବିବିଧ ଦୟା ସକାଶୁ ଆମ୍ଭେମାନେ ବିନଷ୍ଟ ହୋଇ ନାହୁଁ, କାରଣ ତାହାଙ୍କର କରୁଣା ଶେଷ ହୁଏ ନାହିଁ।

23 ସେହି ସବୁ ପ୍ରତି ପ୍ରଭାତରେ ନୂତନ ହୋଇଥାଏ; ଓ ତୁମ୍ଭର ବିଶ୍ୱସ୍ତତା ମହତ୍ ଅଟେ।

24 ମୋର ପ୍ରାଣ କୁହେ, "ସଦାପ୍ରଭୁ ମୋହର ବାଣ୍ଟ ସ୍ୱରୂପ; ଏଥିପାଇଁ ମୁଁ ତାହାଙ୍କଠାରେ ଭରସା ରଖିବି।"

25 ଯେଉଁମାନେ ସଦାପ୍ରଭୁଙ୍କ ପାଇଁ ଅପେକ୍ଷା କରନ୍ତି, ଯେଉଁ ପ୍ରାଣ ତାହାଙ୍କର ଅନ୍ୱେଷଣ କରେ, ତାହା ପ୍ରତି ସେ ମଙ୍ଗଳମୟ ଅଟନ୍ତି।

26 ସଦାପ୍ରଭୁଙ୍କ ପରିତ୍ରାଣର ପ୍ରତ୍ୟାଶା କରି ସୁସ୍ଥିର ଭାବରେ ଅପେକ୍ଷା କରିବାର ମନୁଷ୍ୟର ମଙ୍ଗଳ।

Estes versículos te tocaram? Ore agora!

+581 estão orando agora.

Junte-se à corrente de oração.

Lamentações
Ver todos os capítulos de Lamentações