10 ଆଉ, ଯେକେହି ପରର ଭାର୍ଯ୍ୟା ସହିତ ବ୍ୟଭିଚାର କରେ, ଯେ ଆପଣା ପ୍ରତିବାସୀର ଭାର୍ଯ୍ୟା ସହିତ ବ୍ୟଭିଚାର କରେ, ସେହି ବ୍ୟଭିଚାରୀ ଓ ବ୍ୟଭିଚାରିଣୀ ଦୁହେଁ ନିତାନ୍ତ ହତ ହେବେ। 13 ପୁଣି, ପୁରୁଷ ଯଦି ପୁରୁଷ ସହିତ ସ୍ତ୍ରୀ ତୁଲ୍ୟ ଯୌନ ସମ୍ପର୍କ ରଖେ, ତେବେ ସେ ଦୁହେଁ ଘୃଣାଯୋଗ୍ୟ କର୍ମ କରିଅଛନ୍ତି; ସେମାନେ ନିତାନ୍ତ ହତ ହେବେ; ସେମାନଙ୍କ ରକ୍ତ ସେମାନଙ୍କ ଉପରେ ବର୍ତ୍ତିବ।