30 ଶିମୋନଙ୍କ ଶାଶୁ ଜ୍ୱରରେ ଶଯ୍ୟାଗତା ଥିଲେ, ଆଉ ସେମାନେ ସେହିକ୍ଷଣି ତାହାଙ୍କ କଥା ଯୀଶୁଙ୍କୁ ଜଣାଇଲେ। 31 ସେଥିରେ ସେ ପାଖକୁ ଯାଇ ତାହାଙ୍କ ହସ୍ତ ଧରି ତାହାଙ୍କୁ ଉଠାଇଲେ, ଆଉ ତାହାଙ୍କୁ ଜ୍ୱର ଛାଡ଼ିଗଲା, ପୁଣି, ସେ ସେମାନଙ୍କ ସେବା କରିବାକୁ ଲାଗିଲେ।
Publicidade

+581 estão orando agora.
Junte-se à corrente de oração.