ଯୀଶୁଙ୍କ ଜଳଦୀକ୍ଷା ଓ ପରୀକ୍ଷା
9 ସେହି ସମୟରେ ଯୀଶୁ ଗାଲିଲୀର ନାଜରିତରୁ ଆସି ଯର୍ଦ୍ଦନ ନଦୀରେ ଯୋହନଙ୍କ ଦ୍ୱାରା ବାପ୍ତିଜିତ ହେଲେ। 10 ଆଉ, ସେହିକ୍ଷଣି ସେ ଜଳରୁ ଉଠି ଆସିବା ସମୟରେ ଆକାଶ ଉନ୍ମୁକ୍ତ ହେବା ଓ ପବିତ୍ର ଆତ୍ମାଙ୍କୁ କପୋତ ପରି ଆପଣା ଉପରକୁ ଓହ୍ଲାଇ ଆସିବା ଦେଖିଲେ,