ଯୀଶୁଙ୍କ ଜଳଦୀକ୍ଷା ଓ ପରୀକ୍ଷା
9 ସେହି ସମୟରେ ଯୀଶୁ ଗାଲିଲୀର ନାଜରିତରୁ ଆସି ଯର୍ଦ୍ଦନ ନଦୀରେ ଯୋହନଙ୍କ ଦ୍ୱାରା ବାପ୍ତିଜିତ ହେଲେ। 11 ପୁଣି, ଆକାଶରୁ ଏହି ବାଣୀ ହେଲା, "ତୁମ୍ଭେ ଆମ୍ଭର ପ୍ରିୟ ପୁତ୍ର, ତୁମ୍ଭଠାରେ ଆମ୍ଭର ପରମ ସନ୍ତୋଷ।"