ଶିଶୁ ପ୍ରିୟ ଯୀଶୁ
13 ଯୀଶୁ ଯେପରି ଶିଶୁମାନଙ୍କୁ ସ୍ପର୍ଶ କରନ୍ତି, ଏଥିପାଇଁ ଲୋକେ ଶିଶୁମାନଙ୍କୁ ତାହାଙ୍କ ନିକଟକୁ ଆଣିବାକୁ ଲାଗିଲେ; ମାତ୍ର ଶିଷ୍ୟମାନେ ସେମାନଙ୍କୁ ଧମକ ଦେଲେ। 14 ଯୀଶୁ ତାହା ଦେଖି ବିରକ୍ତ ହୋଇ ସେମାନଙ୍କୁ କହିଲେ, "ଶିଶୁମାନଙ୍କୁ ମୋʼ ନିକଟକୁ ଆସିବାକୁ ଦିଅ, ସେମାନଙ୍କୁ ମନା କର ନାହିଁ; କାରଣ ଈଶ୍ବରଙ୍କ ରାଜ୍ୟ ଏହି ପ୍ରକାର ଲୋକମାନଙ୍କର।