Pular para o conteúdo
Publicidade

ମାର୍କ 10:13-16

13 ଯୀଶୁ ଯେପରି ଶିଶୁମାନଙ୍କୁ ସ୍ପର୍ଶ କରନ୍ତି, ଏଥିପାଇଁ ଲୋକେ ଶିଶୁମାନଙ୍କୁ ତାହାଙ୍କ ନିକଟକୁ ଆଣିବାକୁ ଲାଗିଲେ; ମାତ୍ର ଶିଷ୍ୟମାନେ ସେମାନଙ୍କୁ ଧମକ ଦେଲେ। 14 ଯୀଶୁ ତାହା ଦେଖି ବିରକ୍ତ ହୋଇ ସେମାନଙ୍କୁ କହିଲେ, "ଶିଶୁମାନଙ୍କୁ ମୋʼ ନିକଟକୁ ଆସିବାକୁ ଦିଅ, ସେମାନଙ୍କୁ ମନା କର ନାହିଁ; କାରଣ ଈଶ୍ବରଙ୍କ ରାଜ୍ୟ ଏହି ପ୍ରକାର ଲୋକମାନଙ୍କର। 15 ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଯେ କେହି ଶିଶୁ ପରି ଈଶ୍ବରଙ୍କ ରାଜ୍ୟ ଗ୍ରହଣ ନ କରେ, ସେ କୌଣସି ପ୍ରକାରେ ସେଥିରେ ପ୍ରବେଶ କରିବ ନାହିଁ।" 16 ପୁଣି, ଯୀଶୁ ଶିଶୁମାନଙ୍କୁ କୋଳରେ ଘେନି ଓ ସେମାନଙ୍କ ଉପରେ ହାତ ଥୋଇ ସେମାନଙ୍କୁ ଆଶୀର୍ବାଦ କଲେ।

ଜଣେ ଧନୀ ଯୁବା

(ମାଥିଉ 19:16-30; ଲୂକ 18:18-30)

Estes versículos te tocaram? Ore agora!

+581 estão orando agora.

Junte-se à corrente de oração.