Publicidade

Marcos 10

6 କିନ୍ତୁ ସୃଷ୍ଟିର ଆରମ୍ଭରୁ ଈଶ୍ବର ସେମାନଙ୍କୁ ପୁରୁଷ ଓ ସ୍ତ୍ରୀ କରି ସୃଷ୍ଟି କଲେ। 7 ଏହି କାରଣରୁ ପୁରୁଷ ଆପଣା ପିତାମାତାଙ୍କଠାରୁ ଅଲଗା ହେବ, ଆଉ ସେମାନେ ଦୁହେଁ ଏକାଙ୍ଗ ହେବେ। 8 ଏଣୁ ସେମାନେ ଆଉ ଦୁଇ ନୁହଁନ୍ତି, କିନ୍ତୁ ଏକାଙ୍ଗ ଅଟନ୍ତି। 9 ଅତଏବ, ଈଶ୍ବର ଯାହା ସଂଯୁକ୍ତ କରିଅଛନ୍ତି, ମନୁଷ୍ୟ ତାହା ଭିନ୍ନ ନ କରୁ।"

Veja também

Publicidade
Bíblia Online Bíblia Online

Bíblia Online • Versão: 2026-06-22_10-02-25-