12 ଭାଇ ଭାଇକୁ ଓ ପିତା ପୁତ୍ରକୁ ମୃତ୍ୟୁଭୋଗ କରିବା ନିମନ୍ତେ ସମର୍ପଣ କରିବେ; ପୁଣି, ସନ୍ତାନମାନେ ପିତାମାତାଙ୍କ ବିରୁଦ୍ଧରେ ଉଠି ସେମାନଙ୍କୁ ବଧ କରିବେ; 13 ଆଉ, ମୋହର ନାମ ସକାଶେ ତୁମ୍ଭେମାନେ ସମସ୍ତଙ୍କ ଦ୍ୱାରା ଘୃଣିତ ହେବ; ମାତ୍ର ଯେ ଶେଷ ପର୍ଯ୍ୟନ୍ତ ଧୈର୍ଯ୍ୟ ଧରି ରହିବ, ସେ ପରିତ୍ରାଣ ପାଇବ।"