26 ସେତେବେଳେ ଲୋକେ ମନୁଷ୍ୟପୁତ୍ରଙ୍କୁ ମହାପରାକ୍ରମରେ ଓ ମହାମହିମା ସହ ମେଘମାଳାରେ ଆଗମନ କରିବା ଦେଖିବେ। 27 ସେ ସମୟରେ ସେ ଦୂତମାନଙ୍କୁ ପ୍ରେରଣ କରି ପୃଥିବୀର ଶେଷ ସୀମାରୁ ଆକାଶର ଶେଷ ସୀମା ପର୍ଯ୍ୟନ୍ତ ଚତୁର୍ଦ୍ଦିଗରୁ ଆପଣା ମନୋନୀତ ଲୋକମାନଙ୍କୁ ଏକତ୍ର କରିବେ।"
Publicidade

+581 estão orando agora.
Junte-se à corrente de oração.