61 କିନ୍ତୁ ସେ ନୀରବ ହୋଇ ରହି କୌଣସି ଉତ୍ତର ଦେଲେ ନାହିଁ। ମହାଯାଜକ ପୁନର୍ବାର ତାହାଙ୍କୁ ପଚାରିଲେ, ତୁମ୍ଭେ ପରମ-ଧନ୍ୟଙ୍କ ପୁତ୍ର ଖ୍ରୀଷ୍ଟ କି? 62 ଯୀଶୁ କହିଲେ, "ମୁଁ ସେହି; ପୁଣି, ଆପଣମାନେ ମନୁଷ୍ୟପୁତ୍ରଙ୍କୁ ପରାକ୍ରମର ଦକ୍ଷିଣ ପାର୍ଶ୍ୱରେ ଉପବିଷ୍ଟ ଓ ଆକାଶର ମେଘମାଳାରେ ଆଗମନ କରିବା ଦେଖିବେ।"
Publicidade