ଯୀଶୁଙ୍କୁ କ୍ରୁଶବିଦ୍ଧ
21 ସେତେବେଳେ ଆଲେକ୍ଜାଣ୍ଡର ଓ ରୂଫଙ୍କ ପିତା ଶିମୋନ ନାମକ ଜଣେ କୂରୀଣୀୟ ଲୋକ ପଲ୍ଲୀଗ୍ରାମରୁ ଆସି ସେହି ବାଟ ଦେଇ ଯାଉଥିଲେ; ସେମାନେ ତାହାଙ୍କୁ ତାହାଙ୍କର କ୍ରୁଶ ବୋହିବା ପାଇଁ ବାଧ୍ୟ କଲେ।