ଯୀଶୁଙ୍କ ମୃତ୍ୟୁ
33 ଦିନ ବାର ଘଣ୍ଟା ସମୟରେ ଦେଶଯାକ ଅନ୍ଧକାର ଘୋଟିଯାଇ ଦିନ ତିନି ଘଣ୍ଟା ପର୍ଯ୍ୟନ୍ତ ରହିଲା। 34 ତିନି ଘଣ୍ଟା ସମୟରେ ଯୀଶୁ ଉଚ୍ଚସ୍ୱରରେ ଡାକି କହିଲେ, "ଏଲୀ, ଏଲୀ, ଲାମା ଶବକ୍ଥାନୀ?" ଅର୍ଥାତ୍ "ହେ ମୋହର ଈଶ୍ବର, ହେ ମୋହର ଈଶ୍ବର, ତୁମ୍ଭେ କାହିଁକି ମୋତେ ପରିତ୍ୟାଗ କଲ?"

+581 estão orando agora.
Junte-se à corrente de oração.