ଯୀଶୁଙ୍କ ସମାଧି
42 ବେଳ ଗଡ଼ିଆସନ୍ତେ ସେହି ଦିନ ଆୟୋଜନ ଦିନ, ଅର୍ଥାତ୍ ବିଶ୍ରାମବାରର ପୂର୍ବ ଦିନ ଥିବାରୁ, 43 ହାରାମାଥୀୟାର ଯୋଷେଫ ନାମକ ମହାସଭାର ଜଣେ ସମ୍ଭ୍ରାନ୍ତ ସଭ୍ୟ, ଯେ ନିଜେ ମଧ୍ୟ ଈଶ୍ବରଙ୍କ ରାଜ୍ୟର ଅପେକ୍ଷାରେ ଥିଲେ, ସେ ସାହସ ପୂର୍ବକ ପୀଲାତଙ୍କ ନିକଟକୁ ଯାଇ ଯୀଶୁଙ୍କ ଶରୀର ମାଗିଲେ।

+581 estão orando agora.
Junte-se à corrente de oração.