44 କିନ୍ତୁ ସେ ଯେ ମରିଗଲେଣି, ଏହା ଶୁଣି ପୀଲାତ ଚମତ୍କୃତ ହେଲେ, ଆଉ ଶତ-ସେନାପତିଙ୍କୁ ନିକଟକୁ ଡକାଇ ତାହାଙ୍କୁ ପଚାରିଲେ, ସେ କଅଣ ବହୁତ ବେଳ ହେଲା ମଲେଣି? 45 ଶତ-ସେନାପତିଙ୍କଠାରୁ ତାହା ଜ୍ଞାତ ହୋଇ ସେ ଶବଟି ଯୋଷେଫଙ୍କୁ ଦେଲେ।