Publicidade

Marcos 3

28 ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ସମସ୍ତ ଲୋକମାନଙ୍କର ସମସ୍ତ ପାପ ଓ ସେମାନେ ଯେତେ ନିନ୍ଦାକଥା କହି ଈଶ୍ବର ନିନ୍ଦା କରନ୍ତି, ସେ ସମସ୍ତ କ୍ଷମା କରାଯିବ; 29 କିନ୍ତୁ ଯେ କେହି ପବିତ୍ର ଆତ୍ମାଙ୍କ ବିରୁଦ୍ଧରେ ନିନ୍ଦାକଥା କହେ, ତାହାର କୌଣସି କାଳେ ହିଁ କ୍ଷମା ନାହିଁ, ମାତ୍ର ସେ ଅନନ୍ତ ପାପରେ ଦୋଷୀ ଅଟେ।

Veja também

Publicidade
Bíblia Online Bíblia Online

Bíblia Online • Versão: 2026-06-22_10-02-25-