ସୋରିଷ ଦାନାର ଦୃଷ୍ଟାନ୍ତ
30 ଯୀଶୁ ପୁଣି, କହିଲେ, "ଆମ୍ଭେମାନେ କାହା ସାଙ୍ଗରେ ଈଶ୍ବରଙ୍କ ରାଜ୍ୟର ତୁଳନା କରିବା? କିଅବା କେଉଁ ଦୃଷ୍ଟାନ୍ତରେ ତାହା ବୁଝାଇବା? 32 ମାତ୍ର ବୁଣାଗଲେ ତାହା ବଢ଼ି ଉଠି ସବୁ ଶାକଠାରୁ ବଡ଼ ହୁଏ, ପୁଣି, ତାହାର ଏପରି ବଡ଼ ବଡ଼ ଡାଳ ହୁଏ ଯେ, ଆକାଶର ଚଢ଼େଇମାନେ ତାହାର ଛାୟାରେ ବାସ କରିପାରନ୍ତି।"