27 ଏଣୁ ରାଜା ସେହିକ୍ଷଣି ଜଣେ ସୈନ୍ୟ ପଠାଇ ତାହାଙ୍କର ମସ୍ତକ ଆଣିବା ନିମନ୍ତେ ଆଜ୍ଞା ଦେଲେ। ସେଥିରେ ସେ ଯାଇ ବନ୍ଦୀଶାଳାରେ ତାହାଙ୍କ ମସ୍ତକ ଛେଦନ କଲା, 28 ଆଉ ତାହା ଗୋଟିଏ ଥାଳିରେ ଆଣି ବାଳିକାକୁ ଦେଲା, ପୁଣି, ବାଳିକା ତାହା ଘେନି ନିଜ ମାତାଙ୍କୁ ଦେଲା।
Publicidade

+581 estão orando agora.
Junte-se à corrente de oração.