31 ସେଥିରେ ସେ ସେମାନଙ୍କୁ କହିଲେ, "ତୁମ୍ଭେମାନେ ଅଲଗା ହୋଇ ଗୋଟିଏ ନିର୍ଜନ ସ୍ଥାନକୁ ଯାଇ କିଛି ସମୟ ବିଶ୍ରାମ କର।" କାରଣ ଅନେକ ଲୋକ ଯିବା ଆସିବା କରୁଥିବାରୁ ସେମାନଙ୍କର ଭୋଜନ କରିବାକୁ ସୁଦ୍ଧା ସୁଯୋଗ ନ ଥିଲା।