Pular para o conteúdo
Publicidade

ମାର୍କ 7:6-8

6 ସେ ସେମାନଙ୍କୁ କହିଲେ, "ରେ କପଟୀମାନେ, ଯିଶାଇୟ ତୁମ୍ଭମାନଙ୍କ ବିଷୟରେ ଯଥାର୍ଥ ରୂପେ ଭାବବାଣୀ କହିଅଛନ୍ତି, ଯେପରି ଲେଖାଅଛି,

‘ଏହି ଜାତି ମୁଖରେ ଆମ୍ଭକୁ ସମାଦର କରନ୍ତି,

କିନ୍ତୁ ସେମାନଙ୍କ ହୃଦୟ ଆମ୍ଭଠାରୁ ଦୂରରେ ଥାଏ।

7 ସେମାନେ ମନୁଷ୍ୟମାନଙ୍କ ବିଧିଗୁଡ଼ିକୁ ଧର୍ମର ଉପଦେଶବାଣୀ ବୋଲି ଶିକ୍ଷା ଦେଇ ବୃଥାରେ ଆମ୍ଭର ଆରାଧନା କରନ୍ତି।’

8 ତୁମ୍ଭେମାନେ ଈଶ୍ବରଙ୍କ ଆଜ୍ଞା ପରିତ୍ୟାଗ କରି ମନୁଷ୍ୟମାନଙ୍କ ପରମ୍ପରାଗତ ରୀତିନୀତି ଧରି ବସିଅଛ।"

Estes versículos te tocaram? Ore agora!

+581 estão orando agora.

Junte-se à corrente de oração.