33 କିନ୍ତୁ ସେ ବୁଲିପଡ଼ି ଆପଣା ଶିଷ୍ୟମାନଙ୍କୁ ଦେଖି ପିତରଙ୍କୁ ଅନୁଯୋଗ କରି କହିଲେ, "ମୋ ଆଗରୁ ଦୂର ହୁଅ, ଶୟତାନ, କାରଣ ତୁମ୍ଭେ ଈଶ୍ବରଙ୍କ ବିଷୟ ନ ଭାବି ମନୁଷ୍ୟର ବିଷୟ ଭାବୁଅଛ।"