Pular para o conteúdo
Publicidade

ମାର୍କ 9:17,22-24

17 ଲୋକସମୂହ ମଧ୍ୟରୁ ଜଣେ ତାହାଙ୍କୁ ଉତ୍ତର ଦେଲା, ହେ ଗୁରୁ, ମୁଁ ମୋହର ପୁଅକୁ ଆପଣଙ୍କ ନିକଟକୁ ଆଣିଥିଲି; ତାହାକୁ ଗୋଟିଏ ଘୁଙ୍ଗା ଭୂତ ଲାଗିଛି; 22 ସେ ତାହାକୁ ମାରିପକାଇବା ପାଇଁ ଥରକୁଥର ନିଆଁ ଓ ପାଣିରେ ପକାଇଅଛି; କିନ୍ତୁ ଆପଣ ଯଦି କିଛି କରିପାରନ୍ତି, ତାହାହେଲେ ଆମ୍ଭମାନଙ୍କ ପ୍ରତି ଦୟା କରି ଆମ୍ଭମାନଙ୍କର ଉପକାର କରନ୍ତୁ। 23 ସେଥିରେ ଯୀଶୁ ତାହାକୁ କହିଲେ, କଅଣ କହିଲ? ଯଦି କରିପାରନ୍ତି! ଯିଏ ବିଶ୍ୱାସ କରେ, ତାʼ ପକ୍ଷରେ ସମସ୍ତ ସମ୍ଭବ। 24 ସେହିକ୍ଷଣି ପିଲାଟିର ପିତା ଉଚ୍ଚସ୍ୱରରେ କହିଲା, ମୁଁ ବିଶ୍ୱାସ କରୁଅଛି, ମୋହର ଅବିଶ୍ୱାସର ପ୍ରତିକାର କରନ୍ତୁ।

Estes versículos te tocaram? Ore agora!

+581 estão orando agora.

Junte-se à corrente de oração.