28 ପୁଣି, ସେ ଗୃହକୁ ଆସନ୍ତେ ତାହାଙ୍କ ଶିଷ୍ୟମାନେ ତାହାଙ୍କୁ ଗୋପନରେ ପଚାରିବାକୁ ଲାଗିଲେ, ଆମ୍ଭେମାନେ କାହିଁକି ତାହାକୁ ଛଡ଼ାଇ ପାରିଲୁ ନାହିଁ? 29 ସେ ସେମାନଙ୍କୁ କହିଲେ, ପ୍ରାର୍ଥନା (ଏବଂ ଉପବାସ) ବିନା ଆଉ କାହିଁରେ ଏପ୍ରକାର ଭୂତ ଛଡ଼ାଯାଇ ପାରେ ନାହିଁ।
Publicidade

+581 estão orando agora.
Junte-se à corrente de oração.