7 ତୁମ୍ଭମାନଙ୍କର ପୂର୍ବପୁରୁଷଗଣର ସମୟଠାରୁ ତୁମ୍ଭେମାନେ ଆମ୍ଭର ବିଧିସବୁ ଲଙ୍ଘନ କରିଅଛ ଓ ସେହି ସବୁ ପାଳନ କରି ନାହଁ। ଆମ୍ଭ ନିକଟକୁ ଫେରି ଆସ, ତହିଁରେ ଆମ୍ଭେ ତୁମ୍ଭମାନଙ୍କ ନିକଟକୁ ଫେରି ଆସିବା," ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି। ମାତ୍ର ତୁମ୍ଭେମାନେ କହୁଅଛ, "ଆମ୍ଭେମାନେ କିପରି ଫେରିବା?"
Publicidade