19 ସେ ପୁନର୍ବାର ଫେରି ଆମ୍ଭମାନଙ୍କ ପ୍ରତି କୃପା କରିବେ;
ସେ ଆମ୍ଭମାନଙ୍କର ଅଧର୍ମସକଳ ପଦ ତଳେ ଦଳିବେ;
ଆଉ, ତୁମ୍ଭେ ସେମାନଙ୍କର ଯାବତୀୟ ପାପ ସମୁଦ୍ରର ଆଗାଧ ଜଳରେ ନିକ୍ଷେପ କରିବ।