18 ପୁଣି, ତୁମ୍ଭେମାନେ ମୋ ସକାଶେ ଶାସନକର୍ତ୍ତା ଓ ରାଜାମାନଙ୍କ ପାଖକୁ ଅଣାଯିବ; ତାହା ସେମାନଙ୍କ ଓ ଅଣଯିହୁଦୀମାନଙ୍କ ପ୍ରତି ସାକ୍ଷ୍ୟସ୍ୱରୂପ ହେବ। 19 କିନ୍ତୁ ଯେତେବେଳେ ସେମାନେ ତୁମ୍ଭମାନଙ୍କୁ ସମର୍ପଣ କରିବେ, ସେତେବେଳେ ତୁମ୍ଭେମାନେ କିପରି ବା କି କଥା କହିବ, ସେ ବିଷୟରେ ଚିନ୍ତିତ ହୁଅ ନାହିଁ, କାରଣ କଅଣ କହିବ, ତାହା ସେହି ସମୟରେ ତୁମ୍ଭମାନଙ୍କୁ ଦିଆଯିବ।
Publicidade