ଯୀଶୁଙ୍କଠାରେ ବିଶ୍ରାମ
25 ସେହି ସମୟରେ ଯୀଶୁ ଉତ୍ତର ଦେଲେ, "ପିତଃ, ସ୍ୱର୍ଗ ଓ ପୃଥିବୀର ପ୍ରଭୁ, ତୁମ୍ଭେ ଜ୍ଞାନୀ ଓ ବୁଦ୍ଧିମାନ ଲୋକମାନଙ୍କଠାରୁ ଏହି ସମସ୍ତ ବିଷୟ ଗୁପ୍ତ ରଖି ଶିଶୁମାନଙ୍କ ନିକଟରେ ପ୍ରକାଶ କଲ, ଏନିମନ୍ତେ ତୁମ୍ଭର ସ୍ତୁତିବାଦ କରୁଅଛି;