28 ହେ ପରିଶ୍ରାନ୍ତ ଓ ଭାରଗ୍ରସ୍ତ ଲୋକ ସମସ୍ତେ, ମୋʼ ନିକଟକୁ ଆସ, ମୁଁ ତୁମ୍ଭମାନଙ୍କୁ ବିଶ୍ରାମ ଦେବି। 29 ମୋହର ଜୁଆଳି ଆପଣା ଆପଣା ଉପରେ ଘେନ, ପୁଣି, ମୋʼ ନିକଟରୁ ଶିଖ, କାରଣ, ମୁଁ ମୃଦୁଶୀଳ ଓ ନମ୍ରଚିତ୍ତ, ଆଉ ତୁମ୍ଭେମାନେ ଆପଣା ଆପଣା ଆତ୍ମାରେ ବିଶ୍ରାମ ପାଇବ;