8 ତାହାହେଲେ ତୁମ୍ଭେମାନେ କଅଣ ଦେଖିବା ପାଇଁ ବାହାରିଯାଇଥିଲ? କଅଣ ସୂକ୍ଷ୍ମ ବସ୍ତ୍ର ପିନ୍ଧିଥିବା ଜଣେ ବ୍ୟକ୍ତିଙ୍କୁ? ଦେଖ, ଯେଉଁମାନେ ସୂକ୍ଷ୍ମ ବସ୍ତ୍ର ପିନ୍ଧନ୍ତି, ସେମାନେ ରାଜପ୍ରାସାଦରେ ଥାଆନ୍ତି।