ପବିତ୍ର ଆତ୍ମାଙ୍କ ବିରୁଦ୍ଧରେ ନିନ୍ଦା
22 ସେହି ସମୟରେ ଜଣେ ଭୂତଗ୍ରସ୍ତ ଅନ୍ଧ ଘୁଙ୍ଗାଲୋକକୁ ତାହାଙ୍କ ନିକଟକୁ ଅଣାଗଲା, ଆଉ ସେ ତାହାଙ୍କୁ ସୁସ୍ଥ କଲେ; ସେଥିରେ ସେହି ଘୁଙ୍ଗା କଥା କହି ପାରିଲା ଓ ଦେଖି ପାରିଲା।